ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କରଗତ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

କରଗତ କରିବା   କ୍ରିୟାପଦ

ଅର୍ଥ : କାହାକୁ ନିଜ ଅଧୀନ କରିବା

ଉଦାହରଣ : ଇଂରେଜମାନେ ସର୍ବପ୍ରଥମେ ଭାରତର ଛୋଟ ଛୋଟ ରାଜ୍ୟଗୁଡ଼ିକୁ ନିଜର ଅଧୀନ କଲେ

ସମକକ୍ଷ : ଅଧୀନ କରିବା, ବଶକୁ ଆଣିବା

किसी को अपने वश में करना।

अँग्रेज़ों ने सर्वप्रथम भारत के छोटे-छोटे राज्यों को अपने अधीन किया।
अधीन करना, अधीनना, आधीन करना, क़ाबू करना, क़ाबू पाना, क़ाबू में लाना, काबू करना, काबू पाना, काबू में लाना, वश में करना

Put down by force or intimidation.

The government quashes any attempt of an uprising.
China keeps down her dissidents very efficiently.
The rich landowners subjugated the peasants working the land.
keep down, quash, reduce, repress, subdue, subjugate

ଅର୍ଥ : କୌଣସି ପ୍ରକାରେ ନିଜ ଅଧିକାରକୁ ଆସିବା

ଉଦାହରଣ : ମୋତେ ରାମଠାରୁ ଶହେ ଟଙ୍କା ମିଳିଲାରାମ ପାଖରୁ ଶହେ ଟଂକା ମୋ ପାଖକୁ ଆସିଲା

ସମକକ୍ଷ : ଆସିବା, ପାଇବା, ପ୍ରାପ୍ତ କରିବା, ପ୍ରାପ୍ତ ହେବା, ମିଳିବା

किसी प्रकार अपने अधिकार में या हाथ में आना।

मुझे राम से सौ रुपए प्राप्त हुए।
राम के पास से सौ रुपए मेरे पास आए।
भला हमें ऐसे कपड़े कहाँ जुड़ेंगे।
आना, उपलब्ध होना, जुड़ना, नसीब होना, प्राप्त होना, मयस्सर होना, मिलना, हाथ आना, हाथ लगना, हासिल होना

Come into the possession of something concrete or abstract.

She got a lot of paintings from her uncle.
They acquired a new pet.
Get your results the next day.
Get permission to take a few days off from work.
acquire, get