ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କଲିଜା ଶବ୍ଦର ଅର୍ଥ ଏବଂ ଉଦାହରଣ ।

କଲିଜା   ବିଶେଷ୍ୟ

ଅର୍ଥ : ପଶୁପକ୍ଷୀମାନଙ୍କର ଯକୃତ

ଉଦାହରଣ : ସେ ଖାଇବାପାଇଁ ଛେଳି କଲିଜା ଭାଜୁଛି

पशु-पक्षियों का यकृत।

वह खाने के लिए बकरी की कलेजी भून रहा है।
करेजी, कलेजी

Liver of an animal used as meat.

liver

ଅର୍ଥ : ଛାତି ଭିତରର ବାଁ ପଟେ ଥିବା ଏକ ଅବୟବ ଯାହାର ସ୍ପନ୍ଦନରେ ସାରା ଶରୀରର ନାଡ଼ିମାନଙ୍କରେ ରକ୍ତ ସଞ୍ଚାରଣ ଲାଗିରହିଥାଏ

ଉଦାହରଣ : ହୃଦୟ ପ୍ରାଣୀମାନଙ୍କର ଗୋଟିଏ ମହତ୍ୱପୂର୍ଣ୍ଣ ଅଙ୍ଗ

ସମକକ୍ଷ : ମରମଥଳ, ମର୍ମ, ମର୍ମ ସ୍ଥଳ, ହିଆ, ହୃଦୟ

छाती के अंदर बायीं ओर का एक अवयव जिसके स्पन्दन से सारे शरीर की नाड़ियों में रक्त-संचार होता रहता है।

हृदय प्राणियों का महत्वपूर्ण अंग है।
अवछंग, असह, उअर, उछंग, उर, करेजा, कलेजा, जिगर, जियरा, जिया, दिल, मर्म, मर्म स्थल, हार्ट, हिय, ही, हृदय

ଅର୍ଥ : ପେଟର ଦକ୍ଷିଣ ପାଖରେ ଥିବା ଥଳି ଯାହା କାମ କଲେ ଖାଦ୍ୟର ପରିପାକ ହୁଏ

ଉଦାହରଣ : ଇଆଡ଼ୁ ଇଆଡ଼ୁ ଜିନିଷ ଖାଇଲେ ଯକୃତ ସମ୍ବନ୍ଧୀୟ ରୋଗ ହୋଇପାରେ

ସମକକ୍ଷ : ଯକୃତ

पेट में दाहिनी ओर की वह थैली जिसकी क्रिया से भोजन पचता है।

उल्टा-सीधा खाने से यकृत संबंधी रोग हो सकते हैं।
करेजा, कलेजा, कालक, जिगर, यकृत, लिवर, लीवर