ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କଳିଝଗଡ଼ା ଶବ୍ଦର ଅର୍ଥ ଏବଂ ଉଦାହରଣ ।

କଳିଝଗଡ଼ା   ବିଶେଷ୍ୟ

ଅର୍ଥ : ନିତିଦିନ ବା ବରାବର ହେଉଥିବା କଳହ ବା ଝଗଡ଼ା

ଉଦାହରଣ : ରାମୁ ନିଜ ଦୁଇ ପିଲାଙ୍କୁ ଧମକାଇ କହିଲେ ଯେ ମୁଁ ତୁମ ଦୁହିଙ୍କ କଳିଝଗଡ଼ାରେ ଦୁଃଖିତ

नित्य या बराबर होती रहने वाली कहा-सुनी या झगड़ा।

रामू ने अपने दोनों बच्चों को डाँटते हुए कहा कि मैं तुम दोनों की दाँता-किटकिट से तंग आ चुका हूँ।
दाँता-किटकिट, दाँता-किलकिल, दाँताकिटकिट, दाँताकिलकिल, दांता-किटकिट, दांता-किलकिल, दांताकिटकिट, दांताकिलकिल