ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କିସ୍ତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

କିସ୍ତି   ବିଶେଷ୍ୟ

ଅର୍ଥ : ସେତିକି ବସ୍ତୁ ବା ଅଂଶ ଯାହାକୁ ଥରକରେ ଘଣାରେ ଢାଳି ପେଡ଼ା ଯାଇପାରେ ବା ଚକିରେ ପେଷା ଯାଇପାରେ

ଉଦାହରଣ : ପେଷିବା ପାଇଁ ଆଉ ଦୁଇ ଥର ବାକି ଅଛି

ସମକକ୍ଷ : ଥର, ମୁଥ

किसी वस्तु की उतनी मात्रा जितनी एक बार में कड़ाही, कोल्हू, चक्की आदि में तलने, पेरने, पीसने आदि के लिए डाली जाय।

पीसने के लिए दो घानी गेहूँ और बचा है।
घान, घानी

ଅର୍ଥ : କିସ୍ତିରେ ଶୁଝାଯାଉଥିବା ଋଣର ସେହି ଅଂଶ

ଉଦାହରଣ : ମୁଁ ଏହି ମାସର କିସ୍ତି ଜମା କରିଦେଇଛି

ଅର୍ଥ : ଋଣ କିମ୍ବା ଦେବାକୁଥିବା କୌଣସି ଅଂଶ ଯାହା ଏକ ସମୟରେ ଦିଆଯାଏ

ଉଦାହରଣ : ମୁଁ ଏହି ଋଣ କିସ୍ତିରେ ଶୁଝିବି

ऋण या देय का उतना अंश जितना किसी एक अवधि में चुकाया या दिया जाय या चुकाया जाना हो।

मैं यह कर्ज किस्तों में भरूँगा।
क़िस्त, किश्त, किस्त

A payment of part of a debt. Usually paid at regular intervals.

installment