ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କୀଳା ଶବ୍ଦର ଅର୍ଥ ଏବଂ ଉଦାହରଣ ।

କୀଳା   ବିଶେଷ୍ୟ

ଅର୍ଥ : କେଉଁଠି ବାଡ଼େଇବା ବା ପୋତିବା ପାଇଁ ଲୁହା ବା କାଠର କୀଳା

ଉଦାହରଣ : ଲୁଗା ଟାଙ୍ଗିବାପାଇଁ ରାମ କାନ୍ଥରେ କୀଳା ବାଡ଼େଇଲା

ସମକକ୍ଷ : କୀଳକ, ଖିଲ

कहीं ठोंकने या गाड़ने के लिए लोहे या काठ की मेख।

राम ने कपड़े टाँगने के लिए दीवार में कील ठोंकी।
कील, कीलक, खिल्ली, वर्कट, शंकु, शङ्कु

Restraint that attaches to something or holds something in place.

fastener, fastening, fixing, holdfast