ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କୁନଜର ଶବ୍ଦର ଅର୍ଥ ଏବଂ ଉଦାହରଣ ।

କୁନଜର   ବିଶେଷ୍ୟ

ଅର୍ଥ : କୌଣସି ସୁନ୍ଦର ବା ପ୍ରିୟ ମନୁଷ୍ୟ ବା ବସ୍ତୁ ଉପରେ ପଡ଼ୁଥିବା ଦୃଷ୍ଟିର ଖରାପ ପ୍ରଭାବ

ଉଦାହରଣ : ଲୋକଙ୍କ ନଜର ଦୃଷ୍ଟିରୁ ବଞ୍ଚାଇବାପାଇଁ ମା’ ତାର ପିଲା ମଥାରେ କଳା ଟୋପା ଲଗାଇଦେଲେ

ସମକକ୍ଷ : କୁଦୃଷ୍ଟି, ଖରାପ ଦୃଷ୍ଟି, ନଜର

किसी सुंदर या प्रिय मनुष्य या वस्तु पर पड़ने वाली दृष्टि का बुरा प्रभाव।

माँ ने बच्चे को लोगों की नज़र से बचाने के लिए उसके माथे पर काला टीका लगा दिया।
कुदृष्टि, डीठ, नजर, नज़र, बुरी नज़र

A look that is believed to have the power of inflicting harm.

evil eye