ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କୁଳନାମ ଶବ୍ଦର ଅର୍ଥ ଏବଂ ଉଦାହରଣ ।

କୁଳନାମ   ବିଶେଷ୍ୟ

ଅର୍ଥ : କୌଣସି ବ୍ୟକ୍ତିର ପ୍ରକୃତ ବା ମୁଖ୍ୟ ନାମ ଶେଷରେ ରହୁଥିବା ଶବ୍ଦ ଯାହା ତାହାର ବଂଶ, ପରିବାର, ବୃତ୍ତିଆଦିର ସୂଚକ ହୋଇଥାଏ

ଉଦାହରଣ : ମୋହନ ନିଜ ନାମ ସହିତ ସଂଜ୍ଞା ଲେଖୁନାହିଁ

ସମକକ୍ଷ : ଉପାଧି, ବଂଶନାମ, ସଂଜ୍ଞା, ସାଙ୍ଗିଆ

किसी व्यक्ति के वास्तविक और मुख्य नाम के अंत में रहनेवाला वह शब्द जो उसके वंश,परिवार,वृत्ति आदि का सूचक होता है।

मोहन अपने नाम के साथ वंश नाम नहीं लिखता है।
कुल नाम, वंश नाम

The name used to identify the members of a family (as distinguished from each member's given name).

cognomen, family name, last name, surname