ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କୋଦଣ୍ଡ ଶବ୍ଦର ଅର୍ଥ ଏବଂ ଉଦାହରଣ ।

କୋଦଣ୍ଡ   ବିଶେଷ୍ୟ

ଅର୍ଥ : ବାଉଁଶ କିମ୍ବା ଲୁହା ଛଡ଼ଆଦିକୁ ବଙ୍କା କରି ତାହାର ଦୁଇଟି ଶୀର୍ଷ ମଝିରେ ଦଉଡ଼ି ବାନ୍ଧି ତିଆରି କରାଯାଇଥିବା ଶସ୍ତ୍ର ଯାହାଦ୍ୱାରା ତୀର ଚଳାଯାଏ

ଉଦାହରଣ : ଶିକାରୀ ଧନୁରେ ଲକ୍ଷ୍ୟ ସାଧିଲା ଏବଂ ବାଘକୁ ମାରିଦେଲା

ସମକକ୍ଷ : ଚାପ, ଧନୁ

बाँस या लोहे आदि की छड़ को कुछ झुकाकर उसके दोनों सिरों के बीच डोरी बाँधकर बनाया हुआ अस्त्र, जिससे तीर चलाते हैं।

शिकारी ने धनुष से निशाना साधा और शेर को ढेर कर दिया।
कमान, कोडंड, कोदंड, चाँप, चाप, तुजीह, धनक, धनु, धनुष, धन्व, धन्वा, धरम, धर्म, बाँक, शरायुध, शरासन