ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କୋଳାହଳ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

କୋଳାହଳ କରିବା   କ୍ରିୟାପଦ

ଅର୍ଥ : କୌଣସି ଉତ୍ସବ ଆଦି ପାଟିତୁଣ୍ଡ ସହିତ ପାଳନ କରିବା

ଉଦାହରଣ : କାଲିରାତିରେ ସମାରୋହରେ ଆମଲୋକମାନେ ବହୁତ ହୋ ହଲ୍ଲା କଲେ

ସମକକ୍ଷ : ଉତ୍ପାତ କରିବା, ଘୋ-ଘା କରିବା, ଚିତ୍କାର କରିବା, ପାଟିତୁଣ୍ଡ କରିବା, ହୁରି ପକାଇବା, ହୋ ହଲ୍ଲା କରିବା

* कोई उत्सव आदि शोरगुल के साथ मनाना।

कल रात समारोह में हम लोगों ने बहुत हुड़दंग मचाया।
हंगामा करना, हुड़दंग मचाना