ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କ୍ଷତିହୀନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

କ୍ଷତିହୀନ   ବିଶେଷଣ

ଅର୍ଥ : ଯାହାକୁ କ୍ଷତି ପହଞ୍ଚି ନାହିଁ ବା ଯେ ଆହତ ହୋଇନାହିଁ

ଉଦାହରଣ : ସୌଭାଗ୍ୟକ୍ରମେ କାର୍ ଦୁର୍ଘଟଣାରେ ସବୁଲୋକ ଅକ୍ଷତ ଭାବେ ବଞ୍ଚିଗଲେ

ସମକକ୍ଷ : ଅକ୍ଷତ, ଅନାହତ

जिसे क्षति न पहुँची हो या जो हत न हुआ हो।

अनाहत लोगों ने कार दुर्घटना में आहत लोगों की मदद की।
अक्षत, अक्षित, अनाहत, अनुपहत, क्षतिहीन

Not wounded.

unwounded