ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଖଟେଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଖଟେଇବା   କ୍ରିୟାପଦ

ଅର୍ଥ : କାହା ଦ୍ୱାରା ବହୁତ କାମ କରେଇବା

ଉଦାହରଣ : ଉର୍ମିଳା ସାବତ ଝିଅକୁ ଘର କାମରେ ଦିନରାତି ଖଟଉଛି

ସମକକ୍ଷ : ରଗଡିବା, ଲଗେଇବା

किसी से बहुत काम कराना।

उर्मिला अपनी सौतेली बेटी को घर के कामों में दिन-रात जोतती है।
जोतना, रगड़ना

Work hard.

She was digging away at her math homework.
Lexicographers drudge all day long.
dig, drudge, fag, grind, labor, labour, moil, toil, travail