ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଖଣ୍ଡିଆ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଖଣ୍ଡିଆ   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁସହିତ ମାଡ଼ହେବା, ପଡ଼ିବା, ଖସଡ଼ିପଡ଼ିବା ଆଦିଦ୍ୱାରା ଦେହରେ ହେଉଥିବା ଚିହ୍ନ

ଉଦାହରଣ : ମାଆ ଘାଆ ଉପରେ ମଲମ ଲଗାଉଛନ୍ତି

ସମକକ୍ଷ : ଘାଆ

किसी वस्तु से टकराने, गिरने, फिसलने आदि से देह पर होने वाला चिह्न या घाव।

माँ घाव पर मलहम लगा रही है।
इंजरी, घाव, चोट, जखम, जख्म, ज़ख़म, ज़ख़्म, रुज

Any physical damage to the body caused by violence or accident or fracture etc..

harm, hurt, injury, trauma

ଅର୍ଥ : ଆଞ୍ଚୁଡ଼ି ହୋଇଯାଇଥିବା ଯୋଗୁଁ ଚିହ୍ନ

ଉଦାହରଣ : ସେ ଆଞ୍ଚୁଡ଼ା ସ୍ଥାନରେ ମଲମ ଲଗାଉଛି

ସମକକ୍ଷ : ଆଞ୍ଚୁଡ଼ା

शरीर के चमड़े का छिल जाने का चिह्न।

वह खरोंच पर मलहम लगा रहा है।
खराश, खरोंच, खरोंट, खरोच, खरौंट

An abraded area where the skin is torn or worn off.

abrasion, excoriation, scrape, scratch