ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଖସିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଖସିବା   ବିଶେଷ୍ୟ

ଅର୍ଥ : ପଡ଼ିଯିବା ବା ଘଟିବାର କ୍ରିୟା ବା ଭାବ

ଉଦାହରଣ : ଶେୟାର ମୂଲ୍ୟରେ କ୍ରମାଗତ ଅବନତିର କାରଣ ଖୋଜାଯାଉଛି

ସମକକ୍ଷ : ଅବନତି, କମିଯିବା, ନିମ୍ନଗତି, ନିମ୍ନତା, ପତନ

गिरने या घटने की क्रिया या भाव।

शेयर के मूल्यों में लगातार गिरावट के कारणों का पता लगाया जा रहा है।
अपकर्ष, अपकर्षण, अपभ्रंश, अपह्रास, अवनति, अवपतन, अवपात, अवरोह, उतार, कमी, गिराव, गिरावट, घटती, घटाव, घटौती, नरमी, नर्मी, न्यूनता

A change downward.

There was a decrease in his temperature as the fever subsided.
There was a sharp drop-off in sales.
decrease, drop-off, lessening

ଅର୍ଥ : ଉପରୁ ତଳ ଆଡ଼କୁ ଆସିବା କ୍ରିୟା

ଉଦାହରଣ : ପାହାଡ଼ରୁ ଅବରୋହଣ କଲା ସମୟରେ ସାବଧାନ ରହିବା ଆବଶ୍ୟକ

ସମକକ୍ଷ : ଅବରୋହଣ, ଉତ୍ତରଣ, ଓହ୍ଲା

ऊपर से नीचे की ओर आने की क्रिया।

पहाड़ से अवरोहण करते समय सावधान रहना चाहिए।
अवक्रम, अवतरण, अवरोह, अवरोहण, अवसर्पण, उतरन, उतरना, उतराई, उतरान

The act of changing your location in a downward direction.

descent

ଖସିବା   କ୍ରିୟାପଦ

ଅର୍ଥ : କୌଣସି ଜିନିଷର ଛୋଟ ଛୋଟ ଅଙ୍ଗ ବା ଅଂଶଗୁଡ଼ିକୁ ତୁଟି ବା ଭାଙ୍ଗି ଖସିବା

ଉଦାହରଣ : ତା’ର ବାଳ ବହୁତ ଝଡ଼ୁଛି

ସମକକ୍ଷ : ଛିଡ଼ିବା, ଝଡ଼ିବା

किसी चीज़ के छोटे-छोटे अंगों या अंशों का कट या टूटकर गिरना।

उसके बाल बहुत झड़ते हैं।
गिरना, झड़ना, झरना

Come off.

His hair and teeth fell out.
come out, fall out