ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଖାଇଦେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଖାଇଦେବା   କ୍ରିୟାପଦ

ଅର୍ଥ : କଥାବାର୍ତ୍ତାରେ ବିରକ୍ତ କରିବା

ଉଦାହରଣ : ଆଜି ସେ ମୋ ମୁଣ୍ଡ ଖାଇଦେଲା

बातों आदि से तंग करना।

आज वह मेरा दिमाग़ चाट गया।
खाना, चाटना

To cause inconvenience or discomfort to.

Sorry to trouble you, but....
bother, discommode, disoblige, incommode, inconvenience, put out, trouble