ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଖିଆଲ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଖିଆଲ   ବିଶେଷ୍ୟ

ଅର୍ଥ : ଏହି ଜ୍ଞାନ ଯାହା ସ୍ମରଣ ଶକ୍ତିଦ୍ୱାରା ଏକତ୍ର ବା ପ୍ରାପ୍ତ ହୋଇଥାଏ

ଉଦାହରଣ : ପିଲାଦିନର ସ୍ମୃତି ମନେପଡ଼ିଲେ ମନ ପ୍ରସନ୍ନ ହୋଇଯାଏ

ସମକକ୍ଷ : ଅତୀତ କଥା, ସ୍ମୃତି

वह ज्ञान जो स्मरण शक्ति के द्वारा एकत्र या प्राप्त होता है।

बचपन की याद आते ही मन प्रसन्न हो जाता है।
अभिज्ञान, खयाल, ख़याल, ख़्याल, ख्याल, तसव्वर, तसव्वुर, तसौवर, ध्यान, याद, सुध, सुधि, स्मृति

Something that is remembered.

Search as he would, the memory was lost.
memory

ଅର୍ଥ : ସେହି ଶକ୍ତି ଯାହା ମନରେ ନୂଆ, ଅପୂର୍ବ, ଅଦୃଷ୍ଟ, ଅଶ୍ରୁତଆଦି ଘଟଣାର ସ୍ୱରୂପକୁ ସମ୍ମୁଖକୁ ଆଣେ

ଉଦାହରଣ : ମୂର୍ତ୍ତିଗଠନକାରୀର କଳ୍ପନା ଖୋଦେଇ ପଥରରେ ମୂର୍ତ୍ତ ରୂପ ଦିଏ

ସମକକ୍ଷ : କଳ୍ପନା, କଳ୍ପନାଶକ୍ତି, ଭାବନା

वह शक्ति या भाव जो मन में नयी,अनोखी,अनदेखी,अनसुनी आदि बातों के स्वरूप को उपस्थित करती है।

मूर्तिकार की कल्पना पत्थर को तराश कर मूर्त रूप प्रदान करती है।
कल्पना, कल्पना शक्ति, खयाल, ख़याल, ख़्याल, ख्याल, तसव्वर, तसव्वुर, तसौवर, फंतासी

The ability to form mental images of things or events.

He could still hear her in his imagination.
imagery, imagination, imaging, mental imagery

ଅର୍ଥ : ମନରେ ଉତ୍ପନ୍ନ ହେଉଥିବା କଥା

ଉଦାହରଣ : ମୋର ଚିନ୍ତା ହେଉଛି ଯେ ଏହି କାମ ବର୍ତ୍ତମାନ ହୋଇଯିବା କଥା ବିଚାର ଉପରେ ବିବେକର ଅବଶ୍ୟ ଅଙ୍କୁଶ ରହିବା ଆବଶ୍ୟକ

ସମକକ୍ଷ : ଚିନ୍ତା, ବିଚାର

मन में उत्पन्न होनेवाली बात।

विचारों पर विवेक का अंकुश अवश्य होना चाहिए।
अभिवेग, खयाल, ख़याल, ख़्याल, ख्याल, तसव्वर, तसव्वुर, तसौवर, विचार