ଅର୍ଥ : କୌଣସି ବିଷୟ, କଥା ବା ଘଟଣାର କୌଣସି ବିଶେଷ ସ୍ଥିତି
ଉଦାହରଣ :
କ୍ରୋଧ ଅବସ୍ଥାରେ କରାଯାଇଥିବା କାମ ଠିକ୍ ହୁଏ ନାହିଁ ତାର କି ଦଶା ପଡ଼ିଲା
ସମକକ୍ଷ : ଅବସ୍ଥା, ଦଶା, ସ୍ଥିତି, ହାଲ୍ଚାଲ୍
ଅନ୍ୟ ଭାଷାରେ ଅନୁବାଦ :
The way something is with respect to its main attributes.
The current state of knowledge.ଅର୍ଥ : କର୍ଦମ ଋଷି ଏବଂ ଦେବହୂତିଙ୍କ ନଅ କନ୍ୟାଙ୍କମଧ୍ୟରୁ ଜଣେ ଯାହାଙ୍କର ବିବାହ ପୁଲହ ଋଷିଙ୍କ ସହିତ ହୋଇଥିଲା
ଉଦାହରଣ :
ଗତି ଅନୁସୁଇୟାଙ୍କ ସାନ ଭଉଣୀ ଥିଲେ
ଅନ୍ୟ ଭାଷାରେ ଅନୁବାଦ :
कर्दम ऋषि एवं देवहूति की नौ कन्याओं में से एक जिनका विवाह पुलह ऋषि के साथ हुआ था।
गति अनुसुइया की छोटी बहन थीं।An imaginary being of myth or fable.
mythical being