ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗମନ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗମନ କରିବା   କ୍ରିୟାପଦ

ଅର୍ଥ : କୌଣସି ସ୍ଥାନରୁ ଆଗକୁ ଯିବା ଅଥବା ଚାଲିବା

ଉଦାହରଣ : ନଈ ପାରିହୋଇ ଆମ୍ଭେମାନେ ପାହାଡ଼ ଆଡ଼କୁ ଚାଲିଲୁ

ସମକକ୍ଷ : ଚାଲିବା

किसी स्थान से आगे जाना अथवा चलना।

नदी पार करके हम लोग पर्वत की ओर बढ़े।
आगे बढ़ना, बढ़ना

ଅର୍ଥ : ଏକ ବିଶେଷ ବିନ୍ଦୁ ପରେ ବା ଦୁଇଟି ବିନ୍ଦୁ ପର୍ଯ୍ୟନ୍ତ ବିସ୍ତାରିତ ହେବା, ଯିବା ବା ବିସ୍ତୃତ ହେବା

ଉଦାହରଣ : ତା ବୁଦ୍ଧି ବେଶୀଦୂର ପର୍ଯ୍ୟନ୍ତ ଯାଏନାହିଁ

ସମକକ୍ଷ : ଚାଲିବା, ଦୌଡିବା, ବିସ୍ତାରିତ ହେବା, ବିସ୍ତୃତ ହେବା, ଯିବା

एक विशेष बिंदु के बाद या दो बिंदुओं तक फैलना, जाना या विस्तृत होना।

उसकी बुद्धि बहुत दूर तक नहीं दौड़ती।
चलना, जाना, दौड़ना