ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗରମକରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗରମକରିବା   କ୍ରିୟାପଦ

ଅର୍ଥ : କୌଣସି ତରଳ ପଦାର୍ଥକୁ ଆଞ୍ଚ ଉପରେ ରଖି ଏତେ ଗରମ କରିବା ଯେମିତି ତାହା ଫେଣ ସହିତ ଉପରକୁ ଉଠିବାକୁ ଲାଗିବ

ଉଦାହରଣ : ମୁଁ ପିଇବା ପାଇଁ ପ୍ରତିଦିନ ଦଶ ଲିଟର ପାଣି ଫୁଟାଉଛି

ସମକକ୍ଷ : ଆଉଟିବା, ଫୁଟାଇବା

किसी तरल पदार्थ को आँच पर रखकर इतना गरम करना कि वह फेन सहित ऊपर उठने लगे।

मैं पीने के लिए रोज दस लीटर पानी उबालती हूँ।
उफनाना, उबालना, खौलाना

Bring to, or maintain at, the boiling point.

Boil this liquid until it evaporates.
boil