ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗର୍ବ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗର୍ବ   ବିଶେଷ୍ୟ

ଅର୍ଥ : ଗର୍ବରେ ବହୁତ ବଢ଼ିକରି କୁହାଯାଉଥିବା କଥା

ଉଦାହରଣ : ସେ ଦିନସାରା ନିଜର ବଡ଼ାଇ ଗପୁଥାଏ

ସମକକ୍ଷ : ଅହଂକାର, ଅହଙ୍କାର କଥା, ଆତ୍ମଶ୍ଳାଘା, ବଡ଼ାଇ, ବଡ଼ିମା, ବଡ଼େଇ

शेखी से बहुत बढ़कर कही जाने वाली बात।

उनकी लंबी-लंबी डींगों से सभी परेशान रहते हैं।
अतिवाद, गप, गल्प, डींग

Speaking of yourself in superlatives.

boast, boasting, jactitation, self-praise

ଅର୍ଥ : ଗର୍ବ କିମ୍ବା ଅଭିମାନ କରିବାର ପ୍ରକ୍ରିୟା

ଉଦାହରଣ : ଆମକୁ ଜୀବନରେ ଏପରି ହେବା ଦରକାର ଯେ ସମସ୍ତେ ଗର୍ବ କରିବେ

फ़ख़्र या अभिमान करने की क्रिया।

हमें जीवन में ऐसा बनना चाहिए कि सब इफ़्तख़ार कर सकें।
इफ़्तख़ार, इफ़्तिख़ार, इफ्तखार, इफ्तिखार

ଅର୍ଥ : ଅହଂକାର ଓ ଉଦ୍ଧତ ଭାବ

ଉଦାହରଣ : ଶ୍ୟାମର ପିତା ପୁଲିସ୍‌ ବିଭାଗରେ କାମ କରୁଥିବାରୁ ତାର ଫୁଟାଣି ଖୁବ୍‌ ବେଶୀ

ସମକକ୍ଷ : ଅହଂକାର, ଉଦ୍ଧତାମି, ଔଦ୍ଧତ୍ୟ, ଫୁଟାଣି, ରୁକ୍ଷତା

हेकड़ या अक्खड़ होने का भाव।

श्याम के पिता पुलिस में हैं इसलिए वह हेकड़ी दिखाता है।
उद्धतता, हेकड़पन, हेकड़पना, हेकड़ी, हेकड़ीपन, हेकड़ीपना, हेकड़ीबाज़ी, हेकड़ीबाजी, हैकड़ी, हैकड़ीबाज़ी, हैकड़ीबाजी

Overbearing pride evidenced by a superior manner toward inferiors.

arrogance, haughtiness, hauteur, high-handedness, lordliness

ଅର୍ଥ : ଦର୍ପ ବା ଦମ୍ଭରେ ପୂର୍ଣ୍ଣ ହେବାର ଅବସ୍ଥା ବା ଭାବ

ଉଦାହରଣ : ଆପଣଙ୍କ ଅହଂକାର କାରଣରୁ ଶ୍ରମିକମାନେ କାମ ଛାଡ଼ି ପଳେଇଗଲେ

ସମକକ୍ଷ : ଅହଂକାର, ଦମ୍ଭ, ଦମ୍ଭପୂର୍ଣ୍ଣତା, ଦର୍ପ, ଦର୍ପପୂର୍ଣ୍ଣତା

दर्प या दंभ से भरे होने की अवस्था या भाव।

आपकी दर्पिता के कारण मज़दूर काम छोड़कर चले गये।
दंभपूर्णता, दंभिता, दर्पपूर्णता, दर्पिता

Overbearing pride evidenced by a superior manner toward inferiors.

arrogance, haughtiness, hauteur, high-handedness, lordliness

ଅର୍ଥ : ନିଜେ ନିଜକୁ ନିଜଠାରୁ ବହୁତ ଅଧିକ ଯୋଗ୍ୟ, ସମର୍ଥ ବା ବଢ଼ିକରି ବିଚାର କରିବା ଭାବ

ଉଦାହରଣ : ଅହଂକାର ମଣିଷକୁ ନେଇ ଡୁବାଇ ଦିଏ କେଉଁ କଥାରୁ ତୁମର ଏ ଔଦ୍ଧତ୍ୟ !

ସମକକ୍ଷ : ଅହଂକାର, ଅହଂଭାବ, ଅହମିକା, ଔଦ୍ଧତ୍ୟ, ଦର୍ପ, ଦାମ୍ଭିକତା, ଧୃଷ୍ଟତା, ହାମବଡ଼ାପଣ

An inflated feeling of pride in your superiority to others.

ego, egotism, self-importance

ଅର୍ଥ : କୌଣସି ବସ୍ତୁ ବା କଥା ସମ୍ପର୍କରେ ମନରେ ଉଠୁଥିବା ଏହି ଭାବ ଯାହାଦ୍ୱାରା ମହତ୍ତ୍ୱ ପ୍ରାପ୍ତି ହୁଏ ବା ଗର୍ବ କରାଯାଏ

ଉଦାହରଣ : ସବୁବେଳେ ଗର୍ବରେ ଛାତି ଫୁଲେଇ ଚାଲୁଥିବା ସାହୁକାରକୁ ଆଜି ସମସ୍ତଙ୍କ ସାମ୍ନାରେ ଲଜ୍ଜିତ ହେବାକୁ ପଡ଼ିଲା ଆମେ ଆଜି ଆମ ଦେଶକୁ ନେଇ ଗର୍ବ କରୁଛୁ

ସମକକ୍ଷ : ଅଭିମାନ

किसी वस्तु या बात के बारे में मन में उठनेवाला वह भाव जिसके कारण महत्व प्राप्त हो या अभिमान किया जा सके।

हमेशा गर्व से सीना तानकर चलने वाले साहूकार को आज सबके सामने लज्जित होना पड़ा।
अभिमान, अस्मिता, गर्व, नाज, नाज़, फख्र, फ़ख़्र

Satisfaction with your (or another's) achievements.

He takes pride in his son's success.
pride