ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗେରଦ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗେରଦ   ବିଶେଷ୍ୟ

ଅର୍ଥ : କୌଣସି ଜିନିଷକୁ ଚାରିଆଡ଼ୁ ଘେରିଥିବା କୌଣସି ରେଖା ବା କୌଣସି ଜିନିଷଆଦି

ଉଦାହରଣ : ସେ ଖେତର ଚାରିଆଡ଼େ ବାଡ଼ ବୁଜି ଦେଇଛି ଅବରୋଧ ଭାଙ୍ଗି ଚୋର ପରିସର ମଧ୍ୟକୁ ପଶି ଆସିଲା

ସମକକ୍ଷ : ଅବରୋଧ, ଘେର, ଘେରଉ, ଘେରା, ପାଚେରୀ, ବାଡ଼, ହତା

किसी चीज़ को चारों ओर से घेरने वाली कोई चीज़।

उसने खेत के चारों ओर बाड़ लगा रखी है।
चोर बाड़ तोड़कर परिसर में घुस आए।
अवरोध, अवरोधन, आवरण, घिराव, घेर, घेरा, फेरा, बाड़, बारी, मुहासरा

A barrier that serves to enclose an area.

fence, fencing

ଅର୍ଥ : ଚାରି ପଟୁ ଘେରା ହୋଇଥିବା ବଡ଼ ପଡ଼ିଆ

ଉଦାହରଣ : ଗାଈ ଗେରଦରେ ଚରୁଛି

ସମକକ୍ଷ : ଆଖନ୍ଦ, ଘେରା, ହତା

चारों ओर से घिरा हुआ बड़ा मैदान।

गाय बाड़े में चर रही है।
खरक, बाड़ा