ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗ୍ରନ୍ଥି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗ୍ରନ୍ଥି   ବିଶେଷ୍ୟ

ଅର୍ଥ : ଦଉଡ଼ି, ଲୁଗାଆଦିରେ ବିଶେଷ ପ୍ରକାରର ଫେରଦେଇ ତିଆରି ହୋଇଥିବା ବନ୍ଧନ

ଉଦାହରଣ : ସେ ଲୁଗାର ଗଣ୍ଠି ଖୋଲି ପାରିଲା ନାହିଁ

ସମକକ୍ଷ : ଗଣ୍ଠି

रस्सी, कपड़े आदि में विशेष प्रकार से फेरा देकर बनाया हुआ बंधन।

वह कपड़े की गाँठ खोल न सका।
आबंध, आबंधन, आबन्ध, आबन्धन, आरसा, गंडा, गण्डा, गाँठ, गांठ, गिरह, गुढ़ी, ग्रंथि, ग्रन्थि

Any of various fastenings formed by looping and tying a rope (or cord) upon itself or to another rope or to another object.

knot

ଅର୍ଥ : ଶରୀରରେ ଗଣ୍ଠି ରୂପରେ ଥିବା ଯେଉଁ ଅବୟବ ଶରୀରପାଇଁ ଦରକାରୀ ରସ ଉତ୍ପନ୍ନ କରେ

ଉଦାହରଣ : ଶରୀରରେ ବହୁ ପ୍ରକାରର ଗ୍ରନ୍ଥି ଅଛି

ସମକକ୍ଷ : ଗଣ୍ଠି

शरीर में गाँठ के रूप में होनेवाला वह अवयव जो शरीर के लिए उपयोगी रस उत्पन्न करता है।

शरीर में कई तरह की ग्रंथियाँ पायी जाती हैं।
ग्रंथि, ग्रन्थि

Any of various organs that synthesize substances needed by the body and release it through ducts or directly into the bloodstream.

gland, secreter, secretor, secretory organ