ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗ୍ରହଣ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗ୍ରହଣ କରିବା   ବିଶେଷ୍ୟ

ଅର୍ଥ : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା

ଉଦାହରଣ : ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ

ସମକକ୍ଷ : ଉପଭୋଗ, ଖାଇବା, ଭୋଜନ, ସେବନ

खाने-पीने की चीजों या किसी अन्य वस्तु को उपयोग में लाने की क्रिया।

अधिक रक्तचाप से पीड़ित व्यक्ति को नियमित रूप से औषध का सेवन करना चाहिए।
उद्ग्रहण, उपभोग, रसास्वादन, सेवन

The act of using.

He warned against the use of narcotic drugs.
Skilled in the utilization of computers.
employment, exercise, usage, use, utilisation, utilization

ଗ୍ରହଣ କରିବା   କ୍ରିୟାପଦ

ଅର୍ଥ : କାହାପାଖରୁ ବା କେଉଁଠାରୁ କୌଣସି ବସ୍ତୁ ନିଜ ହାତକୁ ନେବା ବା ଅଧିକାର କରିବା

ଉଦାହରଣ : ସେ ଅଧ୍ୟକ୍ଷକଙ୍କ ହାତରୁ ପୁରସ୍କାର ନେଲା

ସମକକ୍ଷ : ନେବା, ପାଇବା, ପ୍ରାପ୍ତ କରିବା

किसी से या कहीं से कोई वस्तु आदि अपने हाथ में लेना।

उसने अध्यक्ष के हाथों पुरस्कार लिया।
ग्रहण करना, धारण करना, पाना, प्राप्त करना, लेना, हासिल करना

Receive willingly something given or offered.

The only girl who would have him was the miller's daughter.
I won't have this dog in my house!.
Please accept my present.
accept, have, take

ଅର୍ଥ : ପରୀକ୍ଷା ବା ପ୍ରମାଣପାଇଁ ସ୍ୱୀକାର କରିବା

ଉଦାହରଣ : ନ୍ୟାୟାଳୟ ଆପଣଙ୍କ ମିଥ୍ୟା ତର୍କକୁ ସ୍ୱୀକାର କରିବନାହିଁ

ସମକକ୍ଷ : ମାନିନେବା, ସ୍ୱୀକାର କରିବା

* परीक्षण या प्रमाण के लिए स्वीकार करना।

न्यायालय आपके झूठे तर्कों को नहीं स्वीकारेगा।
स्वीकार करना, स्वीकारना

Consider or hold as true.

I cannot accept the dogma of this church.
Accept an argument.
accept

ଅର୍ଥ : କଳ୍ପନା କରିବା

ଉଦାହରଣ : ଆମେ ପ୍ରଶ୍ନର ଉତ୍ତର କରିବା ପାଇଁ ଅଜଣା ଅଙ୍କ ସ୍ଥାନରେ କ ଏବଂ ଖ କୁ କଳ୍ପନା କରିଛୁ

ସମକକ୍ଷ : କଳ୍ପନା କରିବା, ଭାବିବା, ମାନିବା

कल्पना करना।

हमने सवाल हल करने के लिए क और ख को अनभिज्ञ अंकों के स्थान पर माना है।
अवरेवना, कयास लगाना, कल्पना करना, फर्ज करना, फर्ज़ करना, मान लेना, मानना

Form a mental image of something that is not present or that is not the case.

Can you conceive of him as the president?.
conceive of, envisage, ideate, imagine

ଅର୍ଥ : "ଆମେ ତୋଫାନରୁ ରକ୍ଷା ପାଇବାପାଇଁ ଆଶ୍ରୟ ନେଲୁ"

ଉଦାହରଣ : ଆମେ ତୋଫାନରୁ ରକ୍ଷାପାଇବାପାଇଁ ଆଶ୍ରୟ ନେଲୁ

ସମକକ୍ଷ : ଧାରଣ କରିବା, ନେବା, ଯାପନ କରିବା

* सुरक्षा, आराम आदि के लिए किसी स्थिति में जाना।

हमने तूफान से बचने के लिए आश्रय लिया।
लेना

To get into a position of having, e.g., safety, comfort.

Take shelter from the storm.
take

ଅର୍ଥ : କୌଣସି ପଦ ଆଦି ପୂରଣ କରିବା ବା ଭୂମିକା ଆଦି ନେବା

ଉଦାହରଣ : ପାରସ୍ପରିକ ବିଚାର ବିମର୍ଷ ପରେ ସୁରେଶ ଅଧ୍ୟକ୍ଷ ପଦ ଗ୍ରହଣ କଲା

ସମକକ୍ଷ : ନେବା, ସ୍ୱୀକାର କରିବା

* किसी पद, भूमिका आदि को स्वीकार लेना।

आपसी विचार-विमर्श के बाद सुरेश ने अध्यक्ष के पद को अपनाया।
अपनाना, लेना, स्वीकार करना, स्वीकारना

Assume, as of positions or roles.

She took the job as director of development.
He occupies the position of manager.
The young prince will soon occupy the throne.
fill, occupy, take