ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଘୋଷଣା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଘୋଷଣା   ବିଶେଷ୍ୟ

ଅର୍ଥ : କୌଣସି ବିଶେଷ ସିଦ୍ଧାନ୍ତ, ପକ୍ଷ ବା ଦଳଆଦିର ସ୍ଲୋଗାନ ଯାହା ଲୋକମାନଙ୍କୁ ଆକୃଷ୍ଟ କରିବା ଅଭିପ୍ରାୟରେ ବ୍ୟବହୃତ ହୁଏ

ଉଦାହରଣ : ସମାଜବାଦୀ କାର୍ଯ୍ୟକର୍ତ୍ତା ସରକାରଙ୍କ ବିରୋଧରେ ସ୍ଳୋଗାନ ଦେଉଥିଲେ

ସମକକ୍ଷ : ସ୍ଳୋଗାନ

किसी विशेष सिद्धांत, पक्ष या दल आदि का वह घोष जो लोगों को अपनी ओर आकृष्ट करने के लिए होता है।

समाजवादी कार्यकर्ता सरकार के खिलाफ नारे लगा रहे थे।
घोष, नारा

A favorite saying of a sect or political group.

catchword, motto, shibboleth, slogan

ଅର୍ଥ : ଉଚ୍ଚସ୍ତରରୁ ଦିଆଯାଇଥିବା ସୂଚନା

ଉଦାହରଣ : ନିଜ ଦାବି ପୂରଣ ନହେବା କାରଣରୁ ଶ୍ରମିକ ନେତାମାନେ ହରତାଳ କରିବାକୁ ଘୋଷଣାକଲେ

उच्च स्वर से दी हुई सूचना।

श्रमिक नेता के हड़ताल की घोषणा को सुनकर कारख़ाने के मालिक ने उसे सुलह करने के लिए बुलाया।
ईरण, एलान, ऐलान, घोष, घोषणा, दुहाई, दोहाई

A formal public statement.

The government made an announcement about changes in the drug war.
A declaration of independence.
announcement, annunciation, declaration, proclamation

ଅର୍ଥ : ସାର୍ବଜନିକ ରୂପରେ ଘୋଷଣା ହୋଇଥିବା ଆଦେଶ, ସୂଚନାଆଦି ବା କୌଣସି କୁହାଯାଇଥିବା କଥାଆଦି

ଉଦାହରଣ : ସରକାର ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାକୁ ମାଗଣା କରିବାପାଇଁ ଘୋଷଣା କଲେ

सार्वजनिक रूप से निकली हुई राजाज्ञा, सूचना या कोई कही हुई बात आदि।

सरकार की दसवीं तक की शिक्षा मुफ्त देने की घोषणा की सबसे प्रशंसा की।
उद्घोषणा, एलान, घोषणा

A formal public statement.

The government made an announcement about changes in the drug war.
A declaration of independence.
announcement, annunciation, declaration, proclamation