ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚକଟିହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚକଟିହେବା   କ୍ରିୟାପଦ

ଅର୍ଥ : ଦଳିବା ବା ଚକଟିବାକାମ ହେବା

ଉଦାହରଣ : ଅଟା ଦଳାହୋଇଗଲାଣି, ଏବେ ରୁଟି କରିଦିଅ

ସମକକ୍ଷ : ଦଳିହେବା, ମର୍ଦ୍ଦନ କରାହେବା

गूँधने या माँड़ने का काम होना।

आटा गुँध गया है, रोटियाँ बना लो।
गुँथना, गुँधना, गुंथना, गुंधना, गुथना, मँड़ना, मंड़ना, सनना