ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚକରି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚକରି   ବିଶେଷ୍ୟ

ଅର୍ଥ : ଖୁବ୍ ବୁଲୁଥିବା କାଠଆଦିର ଗୋଟିଏ ଗୋଲ ଛୋଟ ଖେଳନା

ଉଦାହରଣ : ପିଲାଟି ଚକ୍ରି ବୁଲାଉଥିଲା

ସମକକ୍ଷ : ଚକ୍ରି, ନଟୁ, ଭଉଁରୀ

खूब घूमनेवाला काठ आदि का एक गोल छोटा खिलौना।

बच्चा फिरकी नचा रहा है।
चकई, चकरी, ढेरा, फिरकी, फिरहरी, भँभरी, भँभीरी

A toy consisting of vanes of colored paper or plastic that is pinned to a stick and spins when it is pointed into the wind.

pinwheel, pinwheel wind collector

ଅର୍ଥ : କାଗଜ ଆଦିରେ ତିଆରି ଯେଉଁ ଖେଳନାଟି ପବନ ସହାୟତାରେ ନାଚୁଥାଏ

ଉଦାହରଣ : ଯେତେ ଯୋରରେ ପବନ ବହିବ, ଚକ୍ରି ସେତେ ଯୋରରେ ବୁଲିବ

ସମକକ୍ଷ : ଚକି, ଚକ୍ରି

कागज आदि का बना वह खिलौना जो हवा की सहायता से नाचता है।

जितनी तेज हवा बहेगी चकरी उतनी तेज नाचेगी।
चकरी, नचौना, फिरकी

A toy consisting of vanes of colored paper or plastic that is pinned to a stick and spins when it is pointed into the wind.

pinwheel, pinwheel wind collector