ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚଞ୍ଚଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚଞ୍ଚଳ   ବିଶେଷଣ

ଅର୍ଥ : ଠିକ ବା ଏକପ୍ରକାର ସ୍ଥିତିରେ ନ ରହି କେବେ ଏଠି ଓ କେବେ ସେଠି ହେବାର ଅବସ୍ଥା

ଉଦାହରଣ : କିଛି କାମଧନ୍ଦା ନ ଥିବାରୁ ରମେଶର ସ୍ଥିତି ଦ୍ୱିଧାପୂର୍ଣ୍ଣ ହୋଇଗଲାଣି

ସମକକ୍ଷ : ଅସ୍ଥିର, ଆନ୍ଦୋଳିତ, ଦ୍ୱିଧାପୂର୍ଣ୍ଣ

ठीक या एक स्थिति में न रहनेवाला अथवा जो कभी इधर होता हो और कभी उधर।

कोई काम-धंधा न होने के कारण रमेश की स्थिति डाँवाडोल हो गई है।
डाँवाँडोल, डाँवाडोल

Not settled or established.

An unsettled lifestyle.
unsettled

ଅର୍ଥ : ଯେ ସ୍ଥିର ରହିନପାରି ଚଞ୍ଚଳଭାବେ କାମ କରେ ବା ଚଞ୍ଚଳ ଚିତ୍ତ ବାଲା

ଉଦାହରଣ : ମୋହନ ଜଣେ ଧୈର୍ଯ୍ୟହୀନ ବାଳକ, ସେ ଶାନ୍ତିରେ ଗୋଟିଏ ସ୍ଥାନରେ ବସିପାରେ ନାହିଁ

ସମକକ୍ଷ : ଅଧୀର, ଅଧୈର୍ଯ୍ୟବାନ, ଅନବସ୍ଥିତ, ଚପଳ, ଧୈର୍ଯ୍ୟହୀନ, ବାଳୁଙ୍ଗା

जो स्थिर न रहते हुए चंचलतापूर्ण काम करे या चंचल चित्त वाला।

मोहन एक चंचल लड़का है,वह शांतिपूर्वक एक जगह बैठ ही नहीं सकता।
अधीर, अधैर्यवान, अधैर्यवान्, अनवस्थ, अनवस्थित, अनियतात्मा, असंस्थित, चंचल, चटकारा, चटखारा, चपल, चिबिल्ला, चिलबिला, चुलबुला, नटखट, विलोल, शोख, शोख़

ଅର୍ଥ : ଯିଏ ଶାନ୍ତ ନୁହେଁ

ଉଦାହରଣ : ଅଶାନ୍ତ ମନ କୌଣସି କାମରେ ଲାଗେ ନାହିଁ

ସମକକ୍ଷ : ଅବ୍ୟବସ୍ଥିତ, ଅଶାନ୍ତ, ଅସ୍ଥିରଚିତ୍ତ, ଉତ୍‌କଣ୍ଠିତ, କ୍ଷୁବ୍ଧ, ବିଚଳିତଅସ୍ଥିର

Afflicted with or marked by anxious uneasiness or trouble or grief.

Too upset to say anything.
Spent many disquieted moments.
Distressed about her son's leaving home.
Lapsed into disturbed sleep.
Worried parents.
A worried frown.
One last worried check of the sleeping children.
disquieted, distressed, disturbed, upset, worried