ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚଢାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚଢାଇବା   କ୍ରିୟାପଦ

ଅର୍ଥ : ତଳୁ ଉପରଆଡ଼କୁ ନେଇଯିବା

ଉଦାହରଣ : ସେ ପ୍ରତିଦିନ ପାଣିପମ୍ପ ଦ୍ୱାରା ଟାଙ୍କିରେ ପାଣି ଚଢ଼ାଏ

ସମକକ୍ଷ : ଭର୍ତ୍ତିକରିବା

नीचे से ऊपर की ओर ले जाना।

वह रोज सुबह मोटर से टंकी में पानी चढ़ाता है।
चढ़ाना

ଅର୍ଥ : କାହାକୁ ବାହନ ଉପରେ ବସିବା ପାଇଁ ପ୍ରବୃତ୍ତ କରିବା

ଉଦାହରଣ : ଘୋଡ଼ାଚାଳକ ପିଲାକୁ ଘୋଡ଼ା ଉପରେ ଚଢାଇଲା

ସମକକ୍ଷ : ବସାଇବା, ସବାର କରେଇବା

किसी वाहन के ऊपर बैठने में प्रवृत्त करना।

साईस ने बच्चे को घोड़े पर चढ़ाया।
चढ़ाना, बिठाना, बैठाना, सवार कराना