ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚପଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚପଳ   ବିଶେଷଣ

ଅର୍ଥ : ଯେ ସ୍ଥିର ରହିନପାରି ଚଞ୍ଚଳଭାବେ କାମ କରେ ବା ଚଞ୍ଚଳ ଚିତ୍ତ ବାଲା

ଉଦାହରଣ : ମୋହନ ଜଣେ ଧୈର୍ଯ୍ୟହୀନ ବାଳକ, ସେ ଶାନ୍ତିରେ ଗୋଟିଏ ସ୍ଥାନରେ ବସିପାରେ ନାହିଁ

ସମକକ୍ଷ : ଅଧୀର, ଅଧୈର୍ଯ୍ୟବାନ, ଅନବସ୍ଥିତ, ଚଞ୍ଚଳ, ଧୈର୍ଯ୍ୟହୀନ, ବାଳୁଙ୍ଗା

जो स्थिर न रहते हुए चंचलतापूर्ण काम करे या चंचल चित्त वाला।

मोहन एक चंचल लड़का है,वह शांतिपूर्वक एक जगह बैठ ही नहीं सकता।
अधीर, अधैर्यवान, अधैर्यवान्, अनवस्थ, अनवस्थित, अनियतात्मा, असंस्थित, चंचल, चटकारा, चटखारा, चपल, चिबिल्ला, चिलबिला, चुलबुला, नटखट, विलोल, शोख, शोख़