ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚପାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚପାଇବା   ବିଶେଷ୍ୟ

ଅର୍ଥ : ବଳ ପ୍ରୟୋଗଦ୍ୱାରା ବିରୋଧ, ଉପଦ୍ରବ, ବିଦ୍ରୋହଆଦିକୁ ଦମନ କରିବାର କ୍ରିୟା

ଉଦାହରଣ : ଇଂରେଜମାନେ ବାରମ୍ବାର ପରାଧୀନ ଭାରତୀୟମାନଙ୍କର ବିରୋଧକୁ ଦମନ କରିଥିଲେ

ସମକକ୍ଷ : ଦବାଇବା, ଦମନ

विरोध, उपद्रव, विद्रोह आदि को बल-प्रयोग द्वारा दबाने की क्रिया।

अंग्रेजों ने बार-बार परतंत्र भारतीयों के विरोधों का दमन किया।
दमन, शमन

The act of subjugating by cruelty.

The tyrant's oppression of the people.
oppression, subjugation