ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚମକ୍‌ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚମକ୍‌   ବିଶେଷ୍ୟ

ଅର୍ଥ : ରତ୍ନର ଚକ୍‌ମକ୍ ବା ଦୀପ୍ତି

ଉଦାହରଣ : ହୀରାର ଚମକ୍‌ ଆଖିକୁ ଚମକାଇ ଦିଏ

ସମକକ୍ଷ : ଆଭା, ଦ୍ୟୁତି

रत्न की चमक-दमक या दीप्ति।

हीरे की चमक आँखों को चौंधिया रही थी।
उद्दीप्ति, चमक, द्युति, रत्न आभा

The visual property of something that shines with reflected light.

luster, lustre, sheen, shininess