ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚରଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚରଣ   ବିଶେଷ୍ୟ

ଅର୍ଥ : ପଦ୍ୟ ବା ଶ୍ଳୋକର ଏକ ଚତୁର୍ଥାଂଶ

ଉଦାହରଣ : ଏହି ଦୋହାର ପ୍ରଥମ ପାଦର ଅର୍ଥ ସ୍ପଷ୍ଟ କର

ସମକକ୍ଷ : ପାଦ

पद्य या श्लोक का चतुर्थांश।

इस दोहे के पहले चरण का अर्थ स्पष्ट करो।
चरण, पद

ଅର୍ଥ : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ

ଉଦାହରଣ : ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ

ସମକକ୍ଷ : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ପାଦ, ବିଭାଗ, ଭାଗ

उन अंगों या अवयवों में से कोई एक, जिनके योग से कोई वस्तु बनी हो।

बच्चे ने खिलौने का एक-एक भाग अलग कर दिया।
अंग, अंश, अंशक, कल, खंड, खण्ड, टुकड़ा, पुरज़ा, पुरजा, पुर्ज़ा, पुर्जा, भंग, भङ्ग, भाग, विभाग, हिस्सा

Something determined in relation to something that includes it.

He wanted to feel a part of something bigger than himself.
I read a portion of the manuscript.
The smaller component is hard to reach.
The animal constituent of plankton.
component, component part, constituent, part, portion

ଅର୍ଥ : କୌଣସି ଲୋକର ଗୋଡ଼ର ସବୁଠାରୁ ନୀଚ ଅଂଶ ଯାହା ଉପରେ ସେ ଠିଆ ହୁଏ ବା ଯାହାଦ୍ୱାରା ସେ ଚାଲେ

ଉଦାହରଣ : କର୍ମଚାରୀ ଜଣଙ୍କ ଅଧିକାରୀଙ୍କ ପାଦତଳେ ପଡ଼ି କରୁଣ ଭାବେ ପ୍ରାର୍ଥନା କଲା

ସମକକ୍ଷ : ପଦ, ପାଦ

व्यक्ति की टाँग का टखने के नीचे का भाग।

कर्मचारी अधिकारी के पैरों पर गिरकर गिड़गिड़ाने लगा।
अंघ्रि, कदम, क़दम, चरण, पग, पद, पाँव, पाद, पैर, पौ

The part of the leg of a human being below the ankle joint.

His bare feet projected from his trousers.
Armored from head to foot.
foot, human foot, pes