ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚାନ୍ଦା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚାନ୍ଦା   ବିଶେଷ୍ୟ

ଅର୍ଥ : କୌଣସି ସାମାଜିକ, ଧାର୍ମିକ କାମ ପ୍ରଭୃତି ନିମନ୍ତେ ଦାନ ଅର୍ଥରେ ଲୋକମାନଙ୍କଠାରୁ ନିଆଯାଉଥିବା ଧନ ଇତ୍ୟାଦି

ଉଦାହରଣ : ସେ ମନ୍ଦିରପାଇଁ ଆଦାୟ ହୋଇଥିବା ଚାନ୍ଦାରେ ନିଜ ଘର ତିଆରିକଲା

ସମକକ୍ଷ : ଅନୁଦାନ

किसी सामाजिक, धार्मिक काम आदि के लिए दान के रूप में कई आदमियों से लिया जाने वाला धन आदि।

उसने मंदिर के लिए एकत्रित चंदे से अपना घर बनवा लिया।
अंशदान, अनुदान, अभिदान, चंदा, दत्त

A voluntary gift (as of money or service or ideas) made to some worthwhile cause.

contribution, donation

ଅର୍ଥ : କୌଣସି ସାମୟିକ ପତ୍ରିକା ବା ପୁସ୍ତକଆଦିର ବାର୍ଷିକ ବା ମାସିକ ମୂଲ୍ୟ

ଉଦାହରଣ : ମୁଁ କାଦମ୍ବିନୀର ବାର୍ଷିକଦେୟ ଏପର୍ଯ୍ୟନ୍ତ ଦେଇନାହିଁ

ସମକକ୍ଷ : ଦେୟ

किसी सामयिक पत्र या पुस्तक आदि का वार्षिक या मासिक मूल्य।

मैंने कादम्बिनी का चंदा अभी तक नहीं भेजा है।
अभिदान, चंदा

A payment for consecutive issues of a newspaper or magazine for a given period of time.

subscription