ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚିନ୍ତନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚିନ୍ତନ   ବିଶେଷ୍ୟ

ଅର୍ଥ : ବିଚାର କରିବା କ୍ରିୟା ବା ଭାବ

ଉଦାହରଣ : ବହୁତ ବିଚାର କରିବାପରେ ଆମେ ସମସ୍ୟା ସମାଧାନର ମାର୍ଗ ଖୋଜିପାଇଲୁ

ସମକକ୍ଷ : ଚିନ୍ତା, ବିଚାର, ବିବେଚନା, ମନନ

विचार करने की क्रिया या भाव।

बहुत चिंतन के बाद हमने समस्या का हल ढूँढ़ निकाला।
अंतर्भावना, अनुशीलन, अन्तर्भावना, ईक्षा, चिंतन, चिंतन-मनन, चिन्तन, चिन्तन-मनन, मनन, विचारण, विचारणा, सोच विचार, सोच-विचार

The process of using your mind to consider something carefully.

Thinking always made him frown.
She paused for thought.
cerebration, intellection, mentation, thinking, thought, thought process