ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚିନ୍ତାରହିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚିନ୍ତାରହିତ   ବିଶେଷଣ

ଅର୍ଥ : ଯାହାର କିଛି ଚିନ୍ତା ନାହିଁ

ଉଦାହରଣ : ଯେ ପର୍ଯ୍ୟନ୍ତ ଝିଅର ବାହାଘର ହୋଇଯାଇନାହିଁ ସେପର୍ଯନ୍ତ ମା’ ବାପା ନିଶ୍ଚିତ ହୋଇପାରନ୍ତି ନାହିଁ

ସମକକ୍ଷ : ଅଚିନ୍ତା, ଚିନ୍ତାମୁକ୍ତ, ଚିନ୍ତାହୀନ, ନିଶ୍ଚିତ

Free of trouble and worry and care.

The carefree joys of childhood.
Carefree millionaires, untroubled financially.
carefree, unworried