ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚିରାଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚିରାଳ   ବିଶେଷ୍ୟ

ଅର୍ଥ : ତିନୋକଣିଆ ବା ବର୍ଗାକାର ଲୁଗାଆଦି ଯାହାର ଗୋଟିଏ ପଟ ବାଉଁଶରେ ଲଗାଯାଇଥାଏ ଏବଂ ଯାହାର ବ୍ୟବହାର ଅସ୍ତିତ୍ୱ, ସଂକେତ ବା ଉତ୍ସବଆଦି ସୂଚିତ କରିବା ନିମନ୍ତେ ହୋଇଥାଏ

ଉଦାହରଣ : ଭାରତର ରାଷ୍ଟ୍ରୀୟ ପତାକା ମଝିରେ ଚକ୍ରଚିହ୍ନ ଅଛି ସେ ନିଜ ନାଁର ଝଣ୍ଡା ଉଡ଼ାଇ ଦେଲା

ସମକକ୍ଷ : କେତନ, ଝଣ୍ଡା, ଧ୍ୱଜ, ଧ୍ୱଜା, ପତାକା

वह तिकोना या चौकोर कपड़ा आदि जिसका एक सिरा डंडे में लगा रहता है और जिसका व्यवहार सत्ता, संकेत या उत्सव आदि सूचित करने के लिए होता है।

भारत के राष्ट्रीय झंडे के बीच में चक्र का निशान है।
उसने अपने नाम का परचम लहरा दिया।
अलम, केतन, केतु, जया, झंडा, झण्डा, ध्वज, ध्वजा, पताका, परचम

Emblem usually consisting of a rectangular piece of cloth of distinctive design.

flag