ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚିଡ଼ାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚିଡ଼ାଇବା   କ୍ରିୟାପଦ

ଅର୍ଥ : ମଜାରେ କାହାକୁ ଚିଡ଼େଇବା

ଉଦାହରଣ : ରମେଶ ତାର ଶାଳୀକୁ ଚିଡ଼ାଉଥିଲା

ସମକକ୍ଷ : ଚିଡେଇବା

मज़ाक में तंग करना।

रमेश अपनी साली को छेड़ रहा है।
छेड़ना

Mock or make fun of playfully.

The flirting man teased the young woman.
tease

ଅର୍ଥ : ଜାଣିଶୁଣି କୌଣସି ଏଭଳି କାମ କରିବା ବା କଥା କହିବା ଯେଉଁଥିରେ କେହି ଅପ୍ରସନ୍ନ ହୋଇଯିବ

ଉଦାହରଣ : ମଂଜୁଳା ତା ସାନ ଭାଇକୁ ବହୁତ ଚିଡ଼ାଉଥାଏ

ସମକକ୍ଷ : ଅପ୍ରସନ୍ନ କରିବା

जान-बूझकर कोई ऐसा काम करना या बात कहना जिससे कोई अप्रसन्न हो जाए।

मंजुला अपने छोटे भाई को बहुत चिढ़ाती है।
अप्रसन्न करना, खिजलाना, खिजाना, खिझलाना, खिझाना, खिन्न करना, चटकाना, चिढ़काना, चिढ़ाना

Harass with persistent criticism or carping.

The children teased the new teacher.
Don't ride me so hard over my failure.
His fellow workers razzed him when he wore a jacket and tie.
bait, cod, rag, rally, razz, ride, tantalise, tantalize, taunt, tease, twit

ଅର୍ଥ : କାହାକୁ ହଇରାଣ କରିବା

ଉଦାହରଣ : କୃଷ୍ଣ ଗୋପୀମାନଙ୍କୁ ବିରକ୍ତ କରାଉଥିଲେ

ସମକକ୍ଷ : ବିରକ୍ତହେବା, ହାସ୍ୟ ରସ କରିବା

किसी को तंग करना।

कृष्ण गोपियों को छेड़ते थे।
छेड़खानी करना, छेड़छाड़ करना, छेड़ना

Annoy persistently.

The children teased the boy because of his stammer.
badger, beleaguer, bug, pester, tease

ଅର୍ଥ : ଚିଡ଼ାଇବା କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ଭାଈ ମୋତେ ତାଙ୍କ ସାଙ୍ଗମାନଙ୍କଦ୍ୱାରା ଚିଡ଼ାଇଲେ

चिढ़ाने का काम दूसरे से कराना।

भैया मुझे अपने दोस्तों से चिढ़वाता है।
चिढ़वाना