ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚୂନା କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚୂନା କରିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁକୁ ରଗଡ଼ିକରି ଚୂନା କରିବା

ଉଦାହରଣ : ସେ ଗହମ ପେଷୁଛି

ସମକକ୍ଷ : ପେଷିବା

किसी वस्तु को रगड़कर चूर्ण के रूप में करना।

वह गेहूँ पीस रहा है।
पीसना

Make into a powder by breaking up or cause to become dust.

Pulverize the grains.
powder, powderise, powderize, pulverise, pulverize

ଅର୍ଥ : ଚୂନା କରିବା ବା ଖଣ୍ଡଖଣ୍ଡ କରିବା

ଉଦାହରଣ : ହାଲୁଆ ଦୋକାନୀ ସେଓ ଚୂରୁଛି

ସମକକ୍ଷ : ଖଣ୍ଡଖଣ୍ଡ କରିବା, ଗୁଣ୍ଡ କରିବା, ଚୂରିବା, ପେଷିବା

चूर करना या टुकड़े-टुकड़े करना।

हलवाई सेव चूर रहा है।
चुरचुराना, चूरना

Break or fall apart into fragments.

The cookies crumbled.
The Sphinx is crumbling.
crumble, fall apart