ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚୌକୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚୌକୀ   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁ ବା ବ୍ୟକ୍ତିଙ୍କୁ ଜଗାରଖା ବା ରକ୍ଷା କରିବା ନିମନ୍ତେ ଅଥବା ସେମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରୁ ଚାଲିଗଲାବେଳେ ଅଟକାଇବା ପାଇଁ ପହରାଦାରଙ୍କୁ ନିଯୁକ୍ତ କରିବାର କ୍ରିୟା

ଉଦାହରଣ : ପହରାଦାର ତତ୍ପରତା ସହିତ ପହରା ଦେଉଛି

ସମକକ୍ଷ : ପହରା

किसी वस्तु या व्यक्ति की देख-रेख या रक्षा आदि के लिए अथवा उसे निर्दिष्ट स्थान से हटने से रोकने के लिए पहरेदारों को नियुक्त करने की क्रिया।

पहरेदार तत्परता से पहरा दे रहा है।
गादर, चौकसी, चौकी, पहरा

A purposeful surveillance to guard or observe.

vigil, watch