ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛତ୍ର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛତ୍ର   ବିଶେଷ୍ୟ

ଅର୍ଥ : ଗୁରୁଦ୍ୱାର ସହିତ ସମ୍ବନ୍ଧିତ ସେହି ସ୍ଥାନ ଯେଉଁଠାରେ ଲୋକମାନଙ୍କୁ ଖାଇବା ନିମନ୍ତେ ଖାଦ୍ୟ ପଦାର୍ଥ ବଣ୍ଟାଯାଏ

ଉଦାହରଣ : ଆମେ ପ୍ରସାଦ ଆଣିବାପାଇଁ ଲଙ୍ଗରକୁ ଚାଲିଗଲୁ

ସମକକ୍ଷ : ଛତର, ଲଙ୍ଗର, ସତ୍ର

गुरुद्वारे से सम्बन्धित वह स्थान जहाँ लोगों को खाने के लिए भोजन बाँटा जाता है।

हम लोग प्रसाद लेने के लिए लंगर में चले गये।
लंगर, सत्र

ଅର୍ଥ : ରାଜଚିହ୍ନ ରୂପରେ ରାଜାମାନଙ୍କ ଉପରେ ଲଗାଯାଉଥିବା ବଡ଼ ଛତା

ଉଦାହରଣ : ପ୍ରାଚୀନ କାଳରେ ଛତ୍ରପତି ରାଜା ଛତ୍ର ଧାରଣ କରୁଥିଲେ

राजचिन्ह के रूप में राजाओं आदि पर लगाया जानेवाला बड़ा छाता।

प्राचीन काल में छत्रपति राजा छत्र धारण करते थे।
छत्र