ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛଳ କପଟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛଳ କପଟ   ବିଶେଷ୍ୟ

ଅର୍ଥ : ଯେଉଁ ଆଚରଣ ବା କାମଆଦିରେ ବାହ୍ୟ ଓ କୃତ୍ରିମ ଭାବ ରହିଥାଏ

ଉଦାହରଣ : ସନ୍ଥ କବୀର ଭଣ୍ଡତା ଉପରେ ତୀକ୍ଷ୍‌ଣ ବ୍ୟଙ୍ଗ କରିଛନ୍ତି

ସମକକ୍ଷ : କପଟତା, ଛଦ୍ମତା, ଛଳନା, ପ୍ରତାରଣା, ଭଣ୍ଡତା, ଶଠତା

Pretending that something is the case in order to make a good impression.

They try to keep up appearances.
That ceremony is just for show.
appearance, show