ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛାଉଣୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛାଉଣୀ   ବିଶେଷ୍ୟ

ଅର୍ଥ : ସୈନିକମାନଙ୍କ ରହିବାପାଇଁ ସ୍ଥାନ

ଉଦାହରଣ : ଏହା ଗୋର୍‌ଖା ରେଜିମେଣ୍ଟର ଛାଉଣୀ

ସମକକ୍ଷ : ଶିବିର, ସୈନିକ ଶିବିର

सैनिकों के रहने का स्थान।

यह गोरखा रेजीमेंट की छावनी है।
अवस्कंद, अवस्कन्द, कंपू, छावनी, पड़ाव, विक्षेप, शिविर, सैनिक शिविर

Temporary living quarters specially built by the army for soldiers.

Wherever he went in the camp the men were grumbling.
bivouac, camp, cantonment, encampment

ଅର୍ଥ : ଅସ୍ଥାୟୀ ରୂପରେ ରହିବା ସ୍ଥାନ ବା ବ୍ୟବସ୍ଥା

ଉଦାହରଣ : ଡେରା ଭିତରକୁ ସାପ ପଶିଆସିଥିଲା

ସମକକ୍ଷ : ଡେରା

अस्थाई रूप से ठहरने का स्थान या व्यवस्था।

डेरे के भीतर साँप घुस आया था।
अड़ान, चट्टी, छावनी, टप्पा, टिकान, डेरा, पड़ाव

Temporary lodgings in the country for travelers or vacationers.

Level ground is best for parking and camp areas.
camp

ଅର୍ଥ : ଗୋଟିଏ ଶିବିରରେ ଏକ ସାଥୀରେ ରହୁଥିବା ଲୋକସମୂହ

ଉଦାହରଣ : ଶ୍ୟାମର ଥଟ୍ଟାମଜା ଶୁଣି ସାରା ଶିବିର ହସରେ ଫାଟିପଡ଼ିଲା

ସମକକ୍ଷ : କ୍ୟାମ୍ପ, ଶିବିର

लोगों का वह समूह जो एक साथ किसी शिविर में रहता है।

श्याम का चुटकुला सुनकर पूरा शिविर हँसने लगा।
कैंप, कैम्प, शिविर

A group of people living together in a camp.

The whole camp laughed at his mistake.
camp

ଅର୍ଥ : କନା, ଅଖା,ପଲିଥିନଆଦିରେ ତିଆରି ହୋଇଥିବା ସଂରଚନା ଯାହାକୁ ଖୁମ୍ବଆଦି ସହାୟତାରେ ଟାଣି ମେଲେଇ ଦିଆଯାଏ

ଉଦାହରଣ : ଏନ.ସି.ସିର ପିଲାମାନେ ନିଜ ନିଜର ତମ୍ବୁ ପକାଉଛନ୍ତି

ସମକକ୍ଷ : ତମ୍ବୁ

कपड़े, टाट आदि की बनी हुई वह संरचना जिसे चोब आदि की सहायता से तानकर फैला देते हैं।

एन सी सी के बच्चे अपना-अपना तंबू तान रहे हैं।
आडंबर, आडम्बर, खेमा, टेंट, टेन्ट, तंबू, तम्बू, पटवाप, पटवास

A portable shelter (usually of canvas stretched over supporting poles and fastened to the ground with ropes and pegs).

He pitched his tent near the creek.
collapsible shelter, tent

ଅର୍ଥ : ଏହି ସ୍ଥାନ ଯେଉଁଠି ଅସ୍ଥାୟୀ ଭାବରେ କେତେକ ଲୋକ କୌଣସି ବିଶେଷ କାର୍ଯ୍ୟ ବା ଉଦ୍ଦେଶ୍ୟରେ ମିଳିତ ହୋଇଥାନ୍ତି

ଉଦାହରଣ : ମୋତିଆବିନ୍ଦୁର ମାଗଣା ଚିକିତ୍ସା କରିବାପାଇଁ ଡାକ୍ତରମାନେ ଦଶଦିନିଆ ଶିବିରର ଆୟୋଜନ କରିଛନ୍ତି

ସମକକ୍ଷ : କ୍ୟାମ୍ପ, ଶିବିର

वह स्थान जहाँ अस्थाई रूप से कुछ लोग मिलकर किसी विशेष कार्य या उद्देश्य से रहें।

मोतियाबिंद का मुफ़्त इलाज करने के लिए डाक्टरों ने दस दिनों का शिविर लगाया है।
कैंप, कैम्प, शिविर

A site where people on holiday can pitch a tent.

bivouac, campground, camping area, camping ground, camping site, campsite, encampment