ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛାଞ୍ଚ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛାଞ୍ଚ   ବିଶେଷ୍ୟ

ଅର୍ଥ : କାଠ ବା ଧାତୁଆଦିର ଖଣ୍ଡ ଯାହା ଉପରେ କୌଣସି ରୂପ ବା ଚିତ୍ର ଖୋଳାହୋଇଛି ଏବଂ ଏହାକୁ କୌଣସି ଅନ୍ୟ ବସ୍ତୁଉପରେ ରଖି ଚାପିଦେଲେ ସେଥିରେ ଖୋଳା ଆକୃତି ଚପିଯାଏ ବା ତିଆରି ହୋଇଯାଏ

ଉଦାହରଣ : ଶ୍ରମିକ ଲୁଗାଉପରେ ଛାଞ୍ଚ ସାହାଯ୍ୟରେ ପ୍ରକାର ପ୍ରକାରର ଛାପ ତିଆରି କରୁଛି

ସମକକ୍ଷ : ଛାପା, ଠସା, ଫରମା

लकड़ी या धातु आदि का वह खंड जिसपर कोई आकृति या बेल-बूटे आदि खुदे हों और उसे किसी दूसरी वस्तु पर रखकर दबाने से उसमें खुदी आकृति उतर या बन जाए।

मजदूर ठप्पे से कपड़ों पर तरह-तरह की छाप बना रहा है।
छापा, ठप्पा, थापा

A block or die used to imprint a mark or design.

stamp

ଅର୍ଥ : କାଠ, ମହମ, ମାଟି, ଧାତୁ ଆଦିରେ ତିଆରି ଯେଉଁ ଢାଞ୍ଚାରେ କିଛି ଢଳାଯାଇ ଜିନିଷ ତିଆରି କରାଯାଏ

ଉଦାହରଣ : ଛାଞ୍ଚଦ୍ୱାରା ମାଟିରୁ ଇଟା ତିଆରି କରାଯାଏ

ସମକକ୍ଷ : ଫାରମା

लकड़ी,मोम,मिट्टी,धातु आदि का वह ढाँचा जिसमें ढालकर चीज़ें बनाई जाती हैं।

मिट्टी को साँचे में ढालकर ईंट बनाई जाती है।
फरमा, साँचा, सांचा

A mold for setting concrete.

They built elaborate forms for pouring the foundation.
form