ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛାମୁଣ୍ଡିଆ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛାମୁଣ୍ଡିଆ   ବିଶେଷ୍ୟ

ଅର୍ଥ : ଏକ ବଡ଼ ତମ୍ବୁ

ଉଦାହରଣ : ବରଯାତ୍ରୀ ଦଳ ଛାମୁଣ୍ଡିଆ ତଳେ ବସିଛନ୍ତି

ସମକକ୍ଷ : ତମ୍ବୁ, ପାଲ, ସାମିୟାନା

एक बड़ा तंबू या खेमा।

बाराती शामियाने के नीचे बैठे हुए हैं।
पाल, मंडप, मण्डप, शामियाना, सामियाना

Large and often sumptuous tent.

marquee, pavilion

ଅର୍ଥ : ଲୁଗା, ଫୁଲଆଦିରେ ସଜା ଯାଇଥିବା ଛୋଟ ମଣ୍ଡପ

ଉଦାହରଣ : ଅତିଥିମାନଙ୍କ ଜଳଖିଆ ବ୍ୟବସ୍ଥା ମନ୍ଦିର ପାଖ ଚାନ୍ଦୁଆରେ କରାଯାଇଛି

ସମକକ୍ଷ : ଖଞ୍ଜାଶାଳ, ଚାନ୍ଦୁଆ

कपड़े, फूलों आदि का छोटा मंडप।

अतिथियों के जलपान की व्यवस्था मंदिर के बगल के चँदोवा में की गयी है।
चँदवा, चँदोआ, चँदोया, चँदोवा, चंदवा, चंदोया, चंदोवा, वितान

ଅର୍ଥ : ଦୁଆର ସାମନାରେ ବା ଛାତ ଉପରେ ଥିବା ଛାୟା ପ୍ରଦାନକାରୀ ସ୍ଥାନ

ଉଦାହରଣ : ସେ ମଣ୍ଡପରେ ବସି ବହି ପଢ଼ୁଛି

ସମକକ୍ଷ : ବରସାତୀ, ମଣ୍ଡପ

दरवाजे के सामने या छत पर का छायादार स्थान।

वह बरसाती में बैठकर पुस्तक पढ़ रहा है।
प्रघण, प्रघन, बरसाती

A structure attached to the exterior of a building often forming a covered entrance.

porch