ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛୁରା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛୁରା   ବିଶେଷ୍ୟ

ଅର୍ଥ : ଏକ ପ୍ରକାରର ସିଧା ଛୁରୀ

ଉଦାହରଣ : ଝଗଡ଼ା କାରଣରୁ ଶ୍ୟାମ ପେଟରେ ରାମ ଛୁରା ଭୂଷି ଦେଲା

ସମକକ୍ଷ : ଛୁରୀ

एक प्रकार की सीधी छुरी।

झगड़े के दौरान रामू ने श्यामू के पेट में करौली भोंक दी।
करवाली, करौली

ଅର୍ଥ : ବଡ଼ ଛୁରୀ

ଉଦାହରଣ : ସେ ଛୁରାରେ କୁକୁଡ଼ାକୁ କାଟିଦେଲା

बड़ी छुरी।

उसने छुरे से मुर्गे को हलाल कर दिया।
छुरा, छूरा