ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଛୋଟା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଛୋଟା   ବିଶେଷ୍ୟ

ଅର୍ଥ : ଯେଉଁ ବ୍ୟକ୍ତିର ଗୋଟିଏ ଗୋଡ଼ ବେକାର ହୋଇଯାଇଛି ବା ଭାଙ୍ଗିଯାଇଛି

ଉଦାହରଣ : ଛୋଟାଟି ବାଡ଼ିକୁ ଆଶ୍ରାକରି ଚାଲୁଥିଲା

ସମକକ୍ଷ : ପଙ୍ଗୁ, ଲେଙ୍ଗଡ଼ା

वह व्यक्ति जिसका एक पैर बेकार हो गया हो या टूट गया हो।

लँगड़ा बैसाखी के सहारे चलने की कोशिश कर रहा है।
पंगा, पंगु, पंगुक, पंगुल, पङ्गु, पङ्गुक, पङ्गुल, लँगड़, लँगड़ा, लंगड़ा

Someone who is unable to walk normally because of an injury or disability to the legs or back.

cripple

ଛୋଟା   ବିଶେଷଣ

ଅର୍ଥ : ଚାଲିଲା ବେଳେ ଯାହାର ପାଦ ବଙ୍କା ହୁଏ

ଉଦାହରଣ : କୃଷକ ଛୋଟା ବଳଦକୁ ପୁଣି ପାଣି ଦେଉଛି

ସମକକ୍ଷ : ଖଲିଆ

जिसका पैर चलने में लचकता हो।

किसान जाँघिल बैल को सानी-पानी दे रहा है।
जाँघिल, जांघिल

Disabled in the feet or legs.

A crippled soldier.
A game leg.
crippled, game, gimpy, halt, halting, lame