ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଜମି ଯିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଜମି ଯିବା   କ୍ରିୟାପଦ

ଅର୍ଥ : ମନ ଆଦି ଭଲ ଭାବରେ ସ୍ଥିର ହେବା ଫଳରେ ତାହା ସହଜ ଭାବରେ ବାହାରି ପାରିବ ନାହିଁ

ଉଦାହରଣ : ଆପଣଙ୍କ କଥା ତାଙ୍କ ମସ୍ତିଷ୍କରେ ଜମି ଯାଇଛିସମ୍ରାଟଙ୍କର ଏଭଳି ପ୍ରତାପ ରହିଛି ଯେ କିଛି ରାଜା ବିନା ଯୁଦ୍ଧରେ ତାଙ୍କ ଅଧୀନତା ସ୍ୱୀକାର କରିନେଲେ

ସମକକ୍ଷ : ବସିବା, ରହିବା

मन आदि में अच्छी तरह से स्थिर होना ताकि सहजता से न निकल सके।

आपकी बात उसके दिमाग में बैठ गई है।
सम्राट की ऐसी धाक बैठी कि कुछ राजाओं ने बिना युद्ध किए ही उसकी अधीनता स्वीकार कर ली।
घर करना, बैठना