ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଜଳବୃଷ୍ଟି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଜଳବୃଷ୍ଟି   ବିଶେଷ୍ୟ

ଅର୍ଥ : ପାଣି ବର୍ଷିବା କ୍ରିୟା

ଉଦାହରଣ : ଭାରତର ଚେରାପୁଞ୍ଜିରେ ସବୁଠାରୁ ଅଧିକ ବୃଷ୍ଟି ହୁଏ ଦୁଇଘଣ୍ଟା ହେଲାଣି ବର୍ଷା ହେଉଛି

ସମକକ୍ଷ : ବର୍ଷା, ବୃଷ୍ଟି

पानी बरसने की क्रिया।

भारत के चेरापूँजी में सबसे अधिक वर्षा होती है।
दो घंटे से लगातार वर्षा हो रही है।
जल-वृष्टि, पावस, बरखा, बरसात, बारिश, वर्षा, वृष्टि

Water falling in drops from vapor condensed in the atmosphere.

rain, rainfall