ଅର୍ଥ : ବଂଶ-ପଂରମ୍ପରା ଅନୁସାରେ କରାଯାଇଥିବା ସମାଜର ବିଭାଗୀ କରଣ
ଉଦାହରଣ :
ହିନ୍ଦୁମାନଙ୍କ ମଧ୍ୟରେ ନିଜ ଜାତିରେ ହିଁ ବିବାହ କରିବା ପ୍ରଥା ପ୍ରଚଳିତ
ସମକକ୍ଷ : ବିରାଦରୀ
ଅର୍ଥ : କୌଣସି ଜାତିର ପୋଷା ଜନ୍ତୁଙ୍କର ଏକ ବିଶେଷ ପ୍ରଜାତି
ଉଦାହରଣ :
ସେ ଗୋଟିଏ ଭଲ ଜାତିର କୁକୁର ପାଳିଛି
ସମକକ୍ଷ : ପ୍ରଜାତି
ଅର୍ଥ : ଜୀବବିଜ୍ଞାନରେ ସଜୀବମାନଙ୍କର ସବୁଠୁ ଉପର ସ୍ତରରେ କରାଯାଇଥିବା ବର୍ଗୀକରଣ
ଉଦାହରଣ :
ଜୀବବିଜ୍ଞାନର ଛାତ୍ର ହେତୁ ମୁଁ ଜୀବମାନଙ୍କର ଜାତି ବିଷୟରେ ଭଲ ଭାବରେ ଜାଣିଛି
ସମକକ୍ଷ : ସାମ୍ରାଜ୍ୟ