ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଜାବୁଡ଼ି ଧରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଜାବୁଡ଼ି ଧରିବା   କ୍ରିୟାପଦ

ଅର୍ଥ : ନିଜନିଜ ଭିତରେ ଏପରି ମିଶିବା ଯେପରି ଦୁଇଜଣଙ୍କର ପାର୍ଶ୍ୱ ବା ତଳ ପରସ୍ପର ସହ ଲାଗିଯିବ

ଉଦାହରଣ : ପିଲାଟି ଡରିକରି ତା’ ମାର ଛାତିକୁ ଜାବୁଡ଼ି ଧଇଲା ଶଲ୍ୟ ଚିକିତ୍ସାଦ୍ୱାରା ତାର କଟା ହୋଇଥିବା ଆଙ୍ଗୁଳି ଯୋଡ଼ି ହୋଇଗଲା

ସମକକ୍ଷ : ମିଶିଯିବା, ଯୋଡ଼ିହେବା, ଲାଗିବା

आपस में इस प्रकार मिलना कि दोनों के पार्श्व या तल एक दूसरे को स्पर्श करें।

बच्चा डरकर माँ की छाती से सट गया।
चिपकना, जुटना, जुड़ना, भिड़ना, सटना