ଅର୍ଥ : ନଷ୍ଟ ବା ଅନ୍ତ ବା ଭଙ୍ଗୁର ହେବାରୁ ରକ୍ଷାକରିବା ବା ସୁରକ୍ଷିତ ରଖିବା
ଉଦାହରଣ :
ଗୃହର ଶାନ୍ତି ବଜାୟ ରଖନ୍ତୁ କେତେକ ଆଦିବାସୀ ଜାତି ଆଜି ବି ପୁରାତନ ପରମ୍ପରାକୁ ଜୀବିତ ରଖିଛନ୍ତି
ସମକକ୍ଷ : ବଜାୟ ରଖିବା, ବଞ୍ଚେଇ ରଖିବା, ରକ୍ଷାକରିବା, ସଜୀବ ରଖିବା, ସୁରକ୍ଷିତ ରଖିବା